ଝାରସୁଗୁଡ଼ା ପାଇଁ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ

0 2

ଝାରସୁଗୁଡ଼ା ପାଇଁ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ । ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଲିକାର ସର୍ବାଗ୍ରେ ରହିଥିବାବେଳେ ଦ୍ୱିତୀୟରେ ଅଛନ୍ତି ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅଶୋକ ଚନ୍ଦ୍ର ପଣ୍ଡା, ପଦ୍ମନାଭ ବେହେରା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ପ୍ରତାପ ଜେନା, ସୁଶାନ୍ତ ସିଂ, ଶାରଦା ପ୍ରସାଦ ନାୟକ, ସ୍ନେହାଙ୍ଗୀନି ଛୁରିଆ, ଟୁକୁନି ସାହୁ, ପ୍ରଶାନ୍ତ ମୁଦୁଲି, ପୁଷ୍ପେନ୍ଦ୍ର ସିଂଦେଓ, ଦିବ୍ୟ ଶଙ୍କର ମିଶ୍ର, ରିତା ସାହୁ, ଅଳକା ମହାନ୍ତି, ଚନ୍ଦ୍ରଶେଖର ସାହୁ, ବ୍ରଜ କିଶୋର ପ୍ରଧାନ, ପ୍ରଣବ ବଳବନ୍ତରାୟ, କିଶୋର ନାୟକ, ଦେବୀ ରଞ୍ଜନ ତ୍ରିପାଠୀ , ସୌଭିକ ବିଶ୍ୱାଳ, ସ୍ୱରୂପ କୁମାର ଦାସ, ରୁଦ୍ର ପ୍ରତାପ ମହାରଥି , ଯୋଗେଶ ସିଂ , ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଅରିନ୍ଦମ ରୟ ଏବଂ ସତ୍ୟବ୍ରତ ତ୍ରିପାଠୀ ।

Leave A Reply

Your email address will not be published.