କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

0

ଭୁବନେଶ୍ୱର : ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟ୍ଟନାୟକ ନବୀନ ନିବାସ ପରିସରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିକୃତିରେ ପୁଷ୍ପାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଧୁନିକ ଓଡ଼ିଶାର ନିର୍ମାଣ ସହ ଓଡ଼ିଆ ଭାଷା, ସାହିତ୍ୟର ପ୍ରସାରରେ ତାଙ୍କର ବହୁମୂଲ୍ୟ ଅବଦାନ ବିଷୟରେ ସେ ସ୍ମୃତିଚାରଣ କରିଛନ୍ତି।

Leave A Reply

Your email address will not be published.