ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କ ଯୋଗଦାନ

0 2

ଭୁବନେଶ୍ୱର,: ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ଦିଲ୍ଲୀପ କୁମାର ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତିା ବିଦାୟୀ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ଠାରୁ ଶ୍ରୀ ମହାପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତିା ଶ୍ରୀ ମହାପାତ୍ର ପୂର୍ବରୁ ପୁରୀ ଅତିରିକ୍ତ ଜିଲ୍ଲାପାଳ (ପ୍ରୋଟକଲ) ଭାବେ କାର୍ଯ୍ୟରତ ଥିଲୋ ସେହିପରି ଶ୍ରୀ ସ୍ୱାଇଁଙ୍କର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଅତିରିକ୍ତ ସଚିବ ଭାବେ ବଦଳି ହୋଇଛିା
ଏହି ଅବସରରେ ଉପ ଜିଲ୍ଲାପାଳ ଶ୍ରୀ ଦେବବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲୋ

Leave A Reply

Your email address will not be published.