ଭୁବନେଶ୍ୱର:ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣାଗ୍ରସ୍ତ ପରିବାରଙ୍କୁ ସାହାଯ୍ୟାର୍ଥେ ଗତକାଲି ନିଖିଳ ଓଡ଼ିଶା ଟ୍ରେଜେରୀ ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପଚାଶ ହଜାର ଏକ ଟଙ୍କା ସହାୟତା ପ୍ରଦାନ କରାଯାଇଛି l ଲୋକସେବା ଭବନ ରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ସଂଘର ସଭାପତି ସମର ରଂଜନ କାନୁନଗୋ ଏବଂ ସାଧାରଣ ସଂପାଦକ ଶୁଭେନ୍ଦୁ କୁମାର ରାଉତରାୟଙ୍କ ସହିତ ସଂଘର ଅନ୍ୟ କର୍ମକର୍ତ୍ତା ସାକ୍ଷାତ କରି ଏହି ସହାୟତା ରାଶି ଚେକ ଆକାରରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି l
Sign in
Sign in
Recover your password.
A password will be e-mailed to you.