ଜୁନ୍ ୨୧ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ On Jun 16, 2023 7 Share ଭୁବନେଶ୍ୱର: ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଦ୍ୟାଳୟଗୁଡ଼ିକ ଗ୍ରୀଷ୍ମଛୁଟି ପରେ ଜୁନ୍ ୨୧ ତାରିଖରେ ଖୋଲିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଅଛନ୍ତିା 7 Share FacebookTwitterGoogle+ReddItWhatsAppPinterestEmail