ଭୁବନେଶ୍ୱର : ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ବିଜେପି ଜାତୀୟ କାର୍ଯ୍ୟକାରିଣୀ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ନିଯୁକ୍ତ ହୋଇଛନ୍ତି | ଦଳର ଜାତୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଏହି ନିଯୁକ୍ତି ପ୍ରଦାନ କରିଥିବା ଦଳର ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି |
