ଜଗତସିଂହପୁର,ତା-୨୨.୦୭.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ନାରୀ ନେତ୍ରୀ ମା ରମାଦେବୀ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଅଛି।ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓ୍ବରୀ ପୌରପରିଷଦ ପରିସରରେ ଥିବା ରମାଦେବୀ ଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ ରମାଦେବୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାମିନୀ ର°ଜନ ପଟ୍ଟନାୟକ, ପୌରପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସ°ସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା, ବରିଷ୍ଠ ସହାୟକ ଦିପକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ରମାଦେବୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ।
Sign in
Sign in
Recover your password.
A password will be e-mailed to you.