ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଅଶ୍ୱିନୀ କୁମାର ନାୟକ କଲେଜର ନୂତନ ଅଧ୍ୟକ୍ଷ ଭାବେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଗତକାଲି ମହାବିଦ୍ୟାଳୟ ଅଧ୍ୟକ୍ଷ ପଦରୁ ସୁରେଶ କୁମାର ପ୍ରଧାନ ଅବସର ଗ୍ରହଣ କରିଥିଲେ। ଫଳରେ କଲେଜର ବରିଷ୍ଠ ଅଧ୍ୟାପକ ଭାବେ ଶ୍ରୀଯୁକ୍ତ ନାୟକ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଏହି ଅବସରରେ କଲେଜର ସମସ୍ତ କର୍ମଚାରୀ ଅଧ୍ୟାପକ ଏବଂ ଅଧ୍ୟାପିକା ମାନେ ପୁଷ୍ପଗୁଚ୍ଛ ଦେଇ ନୂତନ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
Sign in
Sign in
Recover your password.
A password will be e-mailed to you.