ଶିକ୍ଷାବିତ ଶ୍ରୀରାମଚନ୍ଦ୍ର ଦାଶଙ୍କ ଶ୍ରାଦ୍ଧବାର୍ଷିକ

0

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ପୌରପରିଷଦ ଆନୁକୂଲ୍ୟରେ ଓଡ଼ିଶାର ବିଶିଷ୍ଟ ଶିକ୍ଷାବିତ, ପ୍ରାବନ୍ଧିକ ଏବଂ ସମ୍ବିଧାନ ବିଶେଷଜ୍ଞ ଶ୍ରୀରାମ ଚନ୍ଦ୍ର ଦାଶଙ୍କ କଲେଜ ଛକ ନିକଟରେ ଥିବା ପ୍ରତିମୂର୍ତ୍ତିରେ ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଡାକ୍ତର ରୁଦ୍ର ନାରାୟଣ ଦାଶ, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା, ବରିଷ୍ଠ ସହାୟକ ଦୀପକ ପଟ୍ଟନାୟକ ଶ୍ରୀରାମ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ l

Leave A Reply

Your email address will not be published.