ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- କନସିଂହା ପଞ୍ଚାୟତ କାର୍ଯ୍ୟାଳୟ ରେ ଏକ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ବିଧାୟିକା ବର୍ଷା ସିଂ ବରିହା ମୂଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଛନ୍ତି l ଏହି କାର୍ଯ୍ୟକ୍ରମ ରେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ନୂପୁର ସେଠ, ସଭାପତି ନାରାୟଣ ବେହେରା, ସରପଞ୍ଚ ଟଙ୍କମଣି ସ୍ଵାଇଁ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.
Prev Post