ଭୁବନେଶ୍ୱର : ରାଜ୍ୟ ସରକାର ୧୨ କୋଟି ୮୪ଲକ୍ଷ ୬୬ ହଜାର ଟଙ୍କାର ବ୍ୟୟ ଅଟକଳରେ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ ଓପିଡି ଏବଂ ଆଇପିଡିର କୋଠାର ନିର୍ମାଣ ପାଇଁ ପ୍ରଶାସନିକ ମଞ୍ଜୁରୀ ପ୍ରଦାନ କରିଛନ୍ତି |ଏ ସଂକ୍ରାନ୍ତରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଦେଶନାମା ଜାରି ହୋଇଛି । ପ୍ରକଳ୍ପ ମଞ୍ଜୁରୀ ନିମନ୍ତେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସାବ୍ୟସାଚୀ ନାୟକ ଏଥିପାଇଁ ମାବ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଆନ୍ତରିକ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି ।
Sign in
Sign in
Recover your password.
A password will be e-mailed to you.