ପଦ୍ମପୁର :-ମହାବିଦ୍ୟାଳୟ ପରିସରରେ ପରିଚାଳନା କମିଟି ସଭାପତି ଶ୍ରୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପାନୀୟଜଳ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି l ପାନୀୟ ଜଳର ସତ୍ ବ୍ୟବହାର ପାଇଁ ସଭାପତି ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଶିକ୍ଷାର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ l ଅଧ୍ୟକ୍ଷ ଡଃ ଲଳିତେନ୍ଦୁ ନାୟକ ଶିକ୍ଷା ର ବିକାଶ ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ପ୍ରାଧ୍ୟାପକ ଲଲିତ ମୋହନ ପଣ୍ଡା ଓ ଡଃ ବିରଞ୍ଚି ସାହୁ, ତାରା ପ୍ରସାଦ ଶତପଥି, ପ୍ରଭାତ କୁମାର ମହାପାତ୍ର, ପ୍ରମୋଦ କୁମାର ତ୍ରିପାଠୀ, ଖଗେଶ୍ବର ଦାସ ଓ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.
Next Post