ମୋଦିଙ୍କ ସହ କଥା ହେଲେ ନବୀନ

3

ତିନି ରାଜ୍ୟରେ ବିଜୟ ପାଇଁ ଜଣାଇଲେ ଅଭିନନ୍ଦନ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଜି ସକାଳ ଟେଲିଫୋନ ଯୋଗେ କଥା ହେଲେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ମଧ୍ୟପ୍ରଦେଶ ଛତିଶଗଡ ଓ ରାଜସ୍ଥାନ ପାଇଁ ଅନୁଷ୍ଠିତ ବିଧାନସଭା ନିର୍ବାଚନ ରେ ବିଜେପି ର ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି .

Leave A Reply

Your email address will not be published.