ସମ୍ଭାବ୍ୟ ବାତ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା

2

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ମିଗଜୋମ’କୁ ଦୃଷ୍ଟିରେ ରଖି ଡିସେମ୍ବର ୫ ଏବଂ ୬ରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାକୁ ଡିସେମ୍ବର ୧୧ ଏବଂ ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ରାଜ୍ୟ ସରକାରଙ୍କ ବାତ୍ୟା ଜରୁରୀ ସୂଚନା,ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଏହି ପଦକ୍ଷେପ ନିଆଯାଇଥିବା ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.