ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣୀ ଶିବିର ଅଳ୍ପ ଅନୁଷ୍ଠିତ

0 2

ଜଗତସିଂହପୁର,ତା-/ସୁମନ୍ତ କୁମାର ଦାସ; ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଳନ ଅଭିଯୋଗ ଶୁ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱାରୀ, ଭା.ପ୍ର.ସେ ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୧୧୨ଟି ଅଭିଯୋଗ ଫଜିକୃତ ହୋଇଥିଲା । ସେଥ୍ ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୧୦୨ ୦୨ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୧୦ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ କାର୍ଡ ସମସ୍ୟା ସଂପର୍କୀୟ ୦୩ଟି,ଆବାସ ଯୋଜନା ସମସ୍ୟା ସଂପର୍କୀୟ ୦୦ଟି, ଜମିଜମା ସମସ୍ୟା ସଂପର୍କୀୟ ୫୧ଟି, ରେଡ୍ କ୍ରସ୍ ପାଣିରୁ ସହାୟତା ପାଇବା ପାଇଁ ୦୧ଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣିରୁ ସହାୟତା ପାଇବା ପାଇଁ ୦୪ଟି, ଭତା ସମସ୍ୟା ସଂପର୍କୀୟ ୦୭ଟି, ପୋଲିସ ସହାୟତା ସଂପର୍କୀୟ୦୨ଟି ଏବଂ ଅନ୍ୟାନ୍ୟ ୨୦ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୧୪ଟି ଅଭିଯୋଗର ତତ୍‌କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅକ୍ଷକ ଶ୍ରୀ ରାହୁଲ ପି.ଆର୍,ମୁଖ୍ୟ ବିକାଶ- ତଥା- ନିର୍ବାହୀ ଅଧୁକାରୀ,ଜିଲ୍ଲା ପରିଷଦ ଶ୍ରୀ ରବିନାରାୟଣ ଜେଠୀ, ଉପ-ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଆଶୁତୋଷ ମିଶ୍ର, ତହସିଲଦାର, ଜଗତସିଂହପୁର ଶ୍ରୀ ତାରିଣୀ ରଂଜନ ରାୟ, ଜିଲ୍ଲାସ୍ତରୀୟ ଅଧିକାରୀ,କ୍ଷେତ୍ରୀୟ ଅଧିକାରୀ, ବ୍ଳକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

Leave A Reply

Your email address will not be published.