ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ସାମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଓ ଯିବା ଓଡିଶା ନବୀନ ଓଡିଶା ତରଫରୁ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ମହାବିଦ୍ୟାଳୟର ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ମହୋତ୍ସବକୁ ସଫଳ କରିବା ପାଇଁ ଅଧ୍ୟାପକ ଅଶୋକ କୁମାର ସ୍ୱାଇଁ, ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ, ଅଧ୍ୟାପକ ଡ଼ଃ ଗୁରୁମୂର୍ତ୍ତି ନାୟକ, ଅଧ୍ୟାପକ ଡ଼ଃ ପ୍ରଫୁଲ୍ଲ କୁମାର ଜେନା, ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ, ଅଧ୍ୟାପକ ଅଶୋକ କୁମାର ପ୍ରଧାନ, ଅଧ୍ୟାପକ ସପନ କୁମାର ପ୍ରଧାନ, ଅଧ୍ୟାପିକା ପିଙ୍କି ପାତ୍ର,ରଞ୍ଜିତ କୁମାର ସାମଲ ଓ ମହାବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ପ୍ରମୁଖ ସହଯୋଗ କରିଥିଲେ। ଯୁବ ସାମ୍ବାଦିକ ଶିବରାମ ଚୌଧୁରୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥଲେ। ଏହି କ୍ରୀଡା ଉତ୍ସବକୁ କ୍ରୀଡା ଶିକ୍ଷକ ବିଶ୍ୱ ରଞ୍ଜନ ସ୍ୱାଇଁ ପରିଚାଳନା କରିଥିଲେ। ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ପ୍ରତିଯୋଗିତାରେ ଭାଗ ନେଇଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post