ପ୍ରସାଦ ହରିଚନ୍ଦନ “ଦେଶ ପାଇଁ ଦାନ” ଅଭିଯାନର ଅଧ୍ୟକ୍ଷ

0 2

ଭୁବନେଶ୍ୱର -ତା ୨୧/୧/୨୪ ରିଖ :-ସାରା ଓଡ଼ିଶାରେ “ଦେଶ ପାଇଁ ଦାନ” ଅଭିଯାନର କାର୍ଯ୍ୟକ୍ରମକୁ ସୁଗମ ଏବଂ ସଫଳ କରିବା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ସୁପାରିଶକୁ ଏଆଇସିସି ଅନୁମୋଦନ କରି ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନଙ୍କୁ ଉକ୍ତ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଏହା ସହିତ କାର୍ଯ୍ୟକ୍ରମର ବିଭିନ୍ନ ଦିଗର ତଦାରଖ ତଥା ପରିଚାଳନା ପାଇଁ ବ୍ୟକ୍ତି ବିଶେଷଙ୍କୁ ନେଇ ଏକ କମିଟି ଗଠନ କରିବାକୁ ଶ୍ରୀ ହରିଚନ୍ଦନଙ୍କୁ ଅନୁମତି ଦିଆଯାଇଛି |

Leave A Reply

Your email address will not be published.