ଝାରବନ୍ଧ /ମନୋହର ଦାଶ :- ଝାରବନ୍ଧ ବ୍ଳକ୍ ଅନ୍ତର୍ଗତ ଛୋଟଅନକି ଗ୍ରାମରେ ଏସ୍ପିଏଫ୍ ଫଣ୍ଡ ରୁ ପାଞ୍ଚଲକ୍ଷ ଟଙ୍କା ଅନୁମୋଦନ ହୋଇଥିବା ଜଗନ୍ନାଥ ମନ୍ଦିରର ରତ୍ନମୁଦ ଉତ୍ସବ ମହା ଆଡମ୍ବର ରେ ଅନୁଷ୍ଠିତ ହୋଇଛି l ଉକ୍ତ କାର୍ଯ୍ୟକ୍ରମରେ ବିଧାୟିକା ବର୍ଷା ସିଂ ବରିହା ମୂଖ୍ୟ ଅତିଥି, ବିଜେଡି ବ୍ଳକ୍ ସଭାପତି ବିଜୟ କେତନ ପଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିବା ବେଳେ ରାଜୁ ହୋତା, ଜୟ କୁମାର ସାହୁ, ସୁରେଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l
Sign in
Sign in
Recover your password.
A password will be e-mailed to you.