ନିୟୋଜିତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)

0

ଭୁବନେଶ୍ୱର, :ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତିା ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛିା ଏହି ନିୟୋଜନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛିା ଅଦ୍ୟାବଧି ଚାଲୁ ରହିଥିବା କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ୨୦୨୩ର ସମସ୍ତ ନିୟୋଜନ ପ୍ରକ୍ରିୟା ଶେଷ ହେବା ପରେ ଯଥାଶ୍ରୀଘ୍ର ଏହି ନୂତନ ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶା

Leave A Reply

Your email address will not be published.