ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ . On Mar 17, 2024 6 Share ଭୁବନେଶ୍ବର: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ 6 Share FacebookTwitterGoogle+ReddItWhatsAppPinterestEmail