ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ବରଗଡ଼ ଜିଲ୍ଲାପାଳଙ୍କ ଦ୍ଵାରା ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ।

0 2

ବରଗଡ଼ : ବରଗଡ଼ ଜିଲ୍ଲାପାଳ ସମ୍ମୀଳନୀ କକ୍ଷରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ବରଗଡ଼ ଜିଲ୍ଲାପାଳଙ୍କ ଦ୍ଵାରା ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ସାଧାରଣ ନିର୍ବାଚନରେ ବରଗଡ଼ ଜିଲ୍ଲାର ପଦ୍ମପୁର, ଅତାବିରା, ବିଜେପୁର, ଭଟଲି, ବରଗଡ଼ ସମୁଦାୟ ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ୧୧୮୧୮୯୩ ଭୋଟର ନିଜର ମତଦାନ କରିବେ। ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ କରାଯାଇଥିବା ବେଳେ ସାଧାରଣ ନିର୍ବାଚନ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ସହ ଅବାଧ ,ନିରପେକ୍ଷ ତଥା ସ୍ୱଚ୍ଛ ନିର୍ବାଚନ ପାଇଁ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାଇ ମୀନା ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି।

Leave A Reply

Your email address will not be published.