କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ : ବିଜୟ ଆଉଟ, ଭକ୍ତ ଇନ

0

ଭୁବନେଶ୍ୱର :ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଭକ୍ତ ଚରଣ ଦାସ ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ଏଆଇସିସି ଅଧ୍ୟକ୍ଷଙ୍କ ଦ୍ୱାରା ନିଯୁକ୍ତ ହୋଇଛନ୍ତି.| ବର୍ତ୍ତମାନ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱରେ ଥିବା ବିଜୟ ପଟ୍ଟନାୟକଙ୍କୁ ନିର୍ବାଚନ ସମନ୍ୱୟ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି ବୋଲି ଏଆଇସିସି ସାଧାରଣ ସମ୍ପାଦକ କେ ସି ଭେନୁଗୋପାଳ ଏକ ପ୍ରେସ ଵିଜ୍ଞପ୍ତିରେ ସୂଚନା ଦେଇଛନ୍ତି |

Image

Leave A Reply

Your email address will not be published.