ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ପଦ୍ମପୁର ପୋଲିସ ତରଫରୁ ଜମଳା , ଚକାଖଲିଆ , ସିଂହନପୁର, ଚାରପାଲି ଗ୍ରାମ ଏବଂ ପଦ୍ମପୁର ସହରରେ ପୋଲିସ ର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଥାନାଧିକାରୀ ମମତା ନାଏକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଫ୍ଲାଗ ମାର୍ଚ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Sign in
Sign in
Recover your password.
A password will be e-mailed to you.