ବଡ଼ବିଲ (ଶାସକ ପ୍ରଶାସକ) ରୁଗୁଡି ସ୍ଥିତ କେଜେଏସ ଆହଲୁୱାଲିଆ ପ୍ଲାଣ୍ଟରେ ଭୟଙ୍କର ବିସ୍ପୋରଣ ଘଟି ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବାର ଜଣାପଡିଛି। ସୂଚନା ଅନୁଯାୟୀ ଏହି ପ୍ଲାଣ୍ଟର ଫର୍ନେସ ଫାଟିଯିବାରୁ ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏହି ବିସ୍ପୋରଣରେ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡ଼ିଛି।
Sign in
Sign in
Recover your password.
A password will be e-mailed to you.