ବିଜେଡ଼ି ର ମିଶ୍ରଣ ପର୍ବ ଅନୁଷ୍ଠିତ l

4

ପଦ୍ମପୁର:- ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ପଦ୍ମପୁର ନିର୍ବାଚନ ମଣ୍ଡଳୀ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ଜମଲା ପଞ୍ଚାୟତର ୨୦ ରୁ ଅଧିକ ବିଜେପି କର୍ମି ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ପୁରୋହିତ ଓ ବାସୁ ବରିହା ଙ୍କ ନେତୃତ୍ୱରେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।ଏହି ଅବସରରେ ବିଜେଡ଼ି ଦଳର ଦକ୍ଷ ଯୁବ ସଂଗଠକ ତଥା ଯୁବନେତା ଶ୍ରୀ ଭୋଜରାଜ ସିଂ ବରିହା ଉପସ୍ଥିତ ରହି ନୂତନ ବିଜେଡି କାର୍ଯ୍ୟକର୍ତା ମାନଙ୍କୁ ସ୍ୱାଗତ କରିଥିଲେ ।

Leave A Reply

Your email address will not be published.