ଭୁବନେଶ୍ୱର : ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ତଥା ରାଜ୍ୟ ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ଦେଇଛନ୍ତି. ଏହା ସହିତ ମୟୁରଭଞ୍ଜ ଜିଲ୍ଲା ଉଦଳା ବିଧାନସଭା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିବେ ବୋଲି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି.
Sign in
Sign in
Recover your password.
A password will be e-mailed to you.