ଭୁବନେଶ୍ୱର, ତା.୨୧/୦୫: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିଦେ୍ର୍ଧଶକ୍ରମେ ନିଆଳି ନିର୍ବାଚନ ମଣ୍ଡଳୀର ଶ୍ରୀ ଅଭିମନୁ୍ୟ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Sign in
Sign in
Recover your password.
A password will be e-mailed to you.