ଭୁବନେଶ୍ୱର : ଜଣାଶୁଣା ସମାଜସେବୀ ତଥା ବିଜେଡି ନେତ୍ରୀ କସ୍ତୁରୀବାଳା ସ୍ୱାଇଁ ବିଜୁ ମହିଳା ଜନତା ଦଳର ରାଜ୍ୟ ସମ୍ପାଦିକା ଭାବେ ନିଯୁକ୍ତ ହୋଇଛନ୍ତି | ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଦଳର ସାଙ୍ଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି |
Sign in
Sign in
Recover your password.
A password will be e-mailed to you.