ବିଜୁ ଜନତା ଦଳରୁ ବହିଷ୍କୃତ

0 2

ଭୁବନେଶ୍ୱର : ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳ ଅନ୍ତର୍ଗତ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସରୋଜିନୀ ରାଜ | ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ବହିଷ୍କାର କରିଛନ୍ତି ବୋଲି ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି |

Leave A Reply

Your email address will not be published.