“ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି”

0 2

Imageଭୁବନେଶ୍ୱର : ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି ବୋଲି କହିଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି |
ନିଜ “X” ହାଣ୍ଡଲ ରେ ଉଲ୍ଲେଖ କରିଛନ୍ତି ଯେ ” ଶ୍ରୀଯୁକ୍ତ @dpradhanbjp ଜାଣିସାରିଲେଣି ତିନି ଚତୁର୍ଥାଂଶ ସଂଖ୍ୟା ଗରିଷ୍ଠତା ସହ ବିଜେଡି ନିର୍ବାଚନ ଜିତୁଛି, ସେଥିପାଇଁ ତାଙ୍କ ମୁଣ୍ଡ କାମ କରୁନି। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ଭାଷା ପ୍ରୟୋଗ, ଅପମାନସୂଚକ ମନ୍ତବ୍ୟ ଦେବା ପରେ ଶେଷରେ ମଞ୍ଚ ଉପରୁ ନିଜ ଭାଷଣରେ ଲୋକଙ୍କୁ ପ୍ରତ୍ୟକ୍ଷ ଭାବେ ଧମକ ଦେବାକୁ ମଧ୍ୟ ପଛାଇ ନଥିଲେ।

Leave A Reply

Your email address will not be published.