ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ପୋଲିସ ବିଭାଗର ବରିଷ୍ଠ ଅଧିକାରୀଗଣଙ୍କ ସୌଜନ୍ୟମୂଳକ ସାକ୍ଷାତ

0

ଲୋକଙ୍କ ପ୍ରତି ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Imageଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ପୋଲିସ ବିଭାଗର ବରିଷ୍ଠ ଅଧିକାରୀଗଣ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Image ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଢଙ୍ଗୀଙ୍କ ନେତୃତ୍ୱରେ ଆସିଥିବା ପୋଲିସ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ଅବସରରେ ସାଧାରଣ ଜନତାଙ୍କୁ ଗୁଣାତ୍ମକ ପୋଲିସ ସେବା ଯୋଗାଇ ଦେବା ସହ ଲୋକଙ୍କ ପ୍ରତି ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଡିଜିପିଙ୍କ ସମେତ ବରିଷ୍ଠ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

Image

Leave A Reply

Your email address will not be published.