ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

0 1

ଭୁବନେଶ୍ୱର: ପଶ୍ଚିମ ବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଚନ୍ତି।

Leave A Reply

Your email address will not be published.