ସ୍କୁଲ ଖୋଲିବା ପ୍ରସଙ୍ଗ: ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0 1

ଭୁବନେଶ୍ୱର:  ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମ ରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ ।

ଏହି ନିର୍ଦେଶ ଆଗାମୀ 20.6.2024 ପର୍ଯ୍ୟନ୍ତ ବଳବତ୍ତର ରହିବ.

Leave A Reply

Your email address will not be published.