କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ

5

ନୂଆଦିଲ୍ଲୀ : କେନ୍ଦ୍ର ଓ ଓଡିଶାରେ ନୂଆ ସରକାର ଗଠନ ପରେ ଓଡିଶାର ନବନିଯୁକ୍ତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂ ଦେଓ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଏବଂ ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଙ୍କୁ ସେମାନଙ୍କ ଦିଲ୍ଲୀସ୍ଥିତ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ତାଙ୍କ ସହିତ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଁହ ଦେଓ ଉପସ୍ଥିତ ଥିଲେ ।ଏହି ଅବସରରେ ଉପ ମୁଖ୍ୟମନ୍ତ୍ରି ଶ୍ରୀ ସିଂହ ଓଡିଶାରେ ନୂଆ ସରକାରଙ୍କ ଗଠନମୂଳକ ଆଭିମୁଖ୍ୟ ଉପରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ |Image

Leave A Reply

Your email address will not be published.