ସ୍ୱରାଷ୍ଟ୍ର ବିଭାଗ ସାଂସ୍କୃତିକ ପରିଷଦ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

5

ଭୁବନେଶ୍ୱର: ସ୍ୱରାଷ୍ଟ୍ର ବିଭାଗ ସାଂସ୍କୃତିକ ପରିଷଦ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଖାରବେଳ ନଗରସ୍ଥିତ “ଓଷା’ ଭବନଠାରେ ଏକ ଯୋଗ ଶିବିର ଆୟୋଜନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ଶ୍ରୀ ବିଜୟ କୁମାର ମହାପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲୋ
ସ୍ୱରାଷ୍ଟ୍ର ବିଭାଗର ଅର୍ଥ ପରାମର୍ଶଦାତା ତଥା ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସନ୍ତୋଷ କୁମାର ସୁଆର ମୁଖ୍ୟ ଅତିଥିଙ୍କୁ ସମ୍ମାନିତ କରିଥିଲୋ ପରିଷଦର କାର୍ଯ୍ୟକାରୀ ସଭାପତି ଶ୍ରୀ ସୌମେନ୍ଦ୍ର ପାତ୍ର ସଭା ପରିଚାଳନା କରିଥିଲେ ଏବଂ ସାଧାରଣ ସମ୍ପାଦକ ପ୍ରତ୍ୟୁଷ ଶ୍ରୀଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲୋ

Leave A Reply

Your email address will not be published.