ଦଳବିରୋଧୀ କାର୍ଯ୍ୟ କାରଣରୁ କର୍ପୋରେଟର ବହିଷ୍କୃତ

6

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଉତର-ଭୁବନେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ତଥା ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନଂ-୪ କର୍ପୋରେଟର ଶ୍ରୀ ସୁକୁମାର ସାହୁଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

Leave A Reply

Your email address will not be published.