ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ

5

ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।

Leave A Reply

Your email address will not be published.