ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ:ମୁଖ୍ୟମନ୍ତ୍ରୀ

6

ଗଣ ମାଧ୍ୟମକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ

Imageଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ବିଷୟରେ ଗଣମାଧ୍ୟମରୁ ସୂଚନା ପାଇଲି । ନାମ ପରିବର୍ତ୍ତନ ନେଇ କୌଣସି ବିଧିବଦ୍ଧ ନିଷ୍ପତ୍ତି ହୋଇନାହିଁ । ମୋ ସରକାର ଓଡ଼ିଶାର ବରପୁତ୍ର ମାନଙ୍କୁ ଯଥୋଚିତ ସମ୍ମାନ ଦିଏ । ବିଜୁ ବାବୁ ନିଜର ଦୀର୍ଘ ଦଶନ୍ଧିର ରାଜନୈତକ ଓ ସାମାଜିକ ଜୀବନରେ କରିଥିବା ଅବଦାନ ସ୍ମରଣୀୟ ହୋଇ ରହିବ । ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପୂର୍ବପରି ଚାଲୁ ରହିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣାମଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି |

Leave A Reply

Your email address will not be published.