.
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ଜଣେ ଅତିରିକ୍ତ ତହସିଲଦାରଙ୍କୁ ନିଯୁକ୍ତ କରିବା ପାଇଁ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ୧୧ନମ୍ବର ଜୋନ ଅନ୍ତର୍ଗତ ୮ପଞ୍ଚାୟତର ଜନପ୍ରତିନିଧିମାନେ ମଙ୍ଗଳବାର ଦିନ କନ୍ଧମାଳ ଜିଲ୍ଲା ପାଳ ଆଶିଷ ଈଶ୍ୱର ପାଟିଲଙ୍କୁ ସାକ୍ଷାତ କରି ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି l
ସୂଚନା ମୁତାବକ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଅଞ୍ଚଳର ୮ଟି ପଞ୍ଚାୟତର ଜନସାଧାରଣ ଅତି ଦୁର୍ଗମ ଅଞ୍ଚଳ ତଥା ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାର ସୀମାନ୍ତ ବର୍ଗ ଅଞ୍ଚଳ ଭାବେ ପରିଚିତ ବ୍ରାହ୍ମଣୀଗାଁ ସମେତ ସରାମୂଳି, ଗଦାପୁର, ତାଜୁଙ୍ଗିଆ, ହାତୀମୁଣ୍ଡା, ଝିଞ୍ଜିରିଗୁଡା, କୁମ୍ଭାରୀଗାଁ, କାଟିଙ୍ଗିଆ ପଞ୍ଚାୟତ ଓ ଏହାର ଆଭ୍ୟନ୍ତରୀଣ ଗ୍ରାମ ଗୁଡ଼ିକ ବ୍ଲକ କାର୍ଯ୍ୟାଳୟ ଠାରୁ ପ୍ରାୟ ୪୦ ରୁ ୭୦ କିମି ଦୂରରେ ରହିଛି l ମିଞ୍ଜାପଙ୍କା, ସାଲବା, ରାମ୍ବୁ…
Sign in
Sign in
Recover your password.
A password will be e-mailed to you.