ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ଅନ୍ତର୍ଗତ କୁଲପାଡ଼ ଗ୍ରାମ ଠାରେ ସଉରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି କାର୍ଯ୍ୟାଳୟ ସମ୍ମୁଖରେ ବ୍ୟକ୍ତିଗତ ମୌଳିକ ସୁବିଧା ପ୍ରଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ , ୱାର୍ଡ ମେମ୍ଵର ଏବଂ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଜନସାଧାରଣଙ୍କ ନିକଟରେ ସଚେତନତା କରାଯାଇଥିଲା।
Sign in
Sign in
Recover your password.
A password will be e-mailed to you.
Next Post