ପ୍ରଧାନମନ୍ତ୍ରୀ ଆସିବେ ବୋଲି ୧୭ ତାରିଖରେ ଛୁଟି

0 2
  • ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ କଲେଜ ଗୁଡିକ ସମ୍ପୂର୍ଣ୍ଣ ଛୁଟି ରହିବ

  • ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ ଛୁଟି ହେବା ସହିତ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି

Leave A Reply

Your email address will not be published.