ବିଶ୍ଵଭୂଷଣ ହରିଚନ୍ଦନ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ନବୀନ ପଟ୍ଟନାୟକ: ଆଶୁ ଆରୋଗ୍ୟ କାମନା କଲେ.

0 2

ଭୁବନେଶ୍ୱର: ଛତିଶଗଡ ର ପୂର୍ବତନ ରାଜ୍ୟପାଳ ଶ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଶ୍ରୀ ହରିଚନ୍ଦନ ଙ୍କ ପୁଅ ତଥା ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ

Leave A Reply

Your email address will not be published.