ଭୁବନେଶ୍ୱର ତା ୨୬.୦୯.୨୦୨୪- ଓଡିଶା ନର୍ସିଂ କର୍ମଚାରୀ ସଂଘ (ONEA) ର ଦାବି ଉପରେ ଆଜି ଆଲୋଚନା କରାଯାଇଥିଲା। ସରକାର ପରିସ୍ଥିତିର ଅନୁଧ୍ୟାନ କରି ସଂଘ ଦ୍ୱାରା ଉଠାଯାଇଥିବା ବିଭିନ୍ନ ଦାବି ଉପରେ ବିଚାରବିମର୍ଶ କରିବା ପାଇଁ ଏକ ଅନ୍ତଃବିଭାଗୀୟ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିବେଦନ କରାଯାଉଛି ଯେ, ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟସେବାର ଆବଶ୍ୟକତାକୁ ହୃଦୟଙ୍ଗମ କରି ଆନ୍ଦୋଳନକାରୀ ନର୍ସିଂ ଅଫିସରମାନେ ଆନ୍ଦୋଳନ ପଥରୁ ଓହରି ତୁରନ୍ତ କାର୍ଯ୍ୟରେ ଯୋଗ ଦିଅନ୍ତୁ ।
Sign in
Sign in
Recover your password.
A password will be e-mailed to you.