ବିଜେପୁର :- ବରଗଡ ଜିଲ୍ଲା ବିଜେପୁର ଏନ ଏ ସିରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ସନତ କୁମାର ଗଡତିଆ ଯୋଗଦେଇ ସ୍ଵଚ୍ଛତା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏନ ଏ ସି ଅଧ୍ୟକ୍ଷ, ସମସ୍ତ କାଉନସିଲର ଙ୍କ ସମେତ ଶତାଧିକ ଜନସାଧାରଣ ଯୋଗଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.