ଜଗତସିଂହପୁର -ତା ୦୯.୧୦.୨୦୨୪ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ ତମ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ଉଦ୍ୟାନ ଠାରେ ଥିବା ସେହି ମହାନ ସ୍ୱାଧୀନତା ସଂଗ୍ରାମୀ ଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ଏହି ପବିତ୍ର ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,ନିର୍ବାହୀ ଅଧିକାରୀ ସୀମା ଜେନା, ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ୦୯.୧୦.୨୦୨୪ ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ ତମ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟସ୍ଥ ଗୋପବନ୍ଧୁ ଉଦ୍ୟାନ ଠାରେ ଥିବା ସେହି ମହାନ ସ୍ୱାଧୀନତା ସଂଗ୍ରାମୀ ଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ଏହି ପବିତ୍ର ତିଥି ରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,ନିର୍ବାହୀ ଅଧିକାରୀ ସୀମା ଜେନା, ପ୍ରମୁଖ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Next Post