ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି.ସେ କହିଛନ୍ତି |
ମାତୃଶକ୍ତି ଆରାଧନା ର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତି କୁ ଗରୀୟାନ କରିଛି ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ ବୋଲି ଶ୍ରୀ ପଟ୍ଟନାୟକ କାମନା କରିଛନ୍ତି |
Sign in
Sign in
Recover your password.
A password will be e-mailed to you.