ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ଅକ୍ଟୋବର ୨୩-୨୫ ପର୍ଯ୍ୟନ୍ତ ବାତିଲ୍ କରାଯାଇଛି । ଏଥିସହିତ ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ କରିପାରିବେ ।
Sign in
Sign in
Recover your password.
A password will be e-mailed to you.