ପାରଳାଖେମୁଣ୍ଡି ରେ ବିଜୁ ଜନତା ଦଳର ଜନସଂପର୍କ ପଦଯାତ୍ରା

2

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ବିଜୁ ଜନତା ଦଳର ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଜନସଂପର୍କ ପଦଯାତ୍ରା ରେ ରାଜ୍ୟ ବିଜେଡି ସମନ୍ଵୟ କମିଟି ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର , ବିଜେଡି ମୁଖପାତ୍ର ଶ୍ରୀ ଭୃଗୁ ବକ୍ସିପାତ୍ର , ଜିଲ୍ଲା ସଭାପତି ଶ୍ରୀ ଜଗବନ୍ଧୁ ଦାସ , ରାଜ୍ୟ ସମ୍ପାଦକ ଶ୍ରୀ ପ୍ରଦୀପ ନାୟକ , ଶ୍ରୀ ବସନ୍ତ ଦାସ ଙ୍କ ସମେତ ବିଭିନ୍ନ ବ୍ଲକ୍ , ପାରଳା ପୌରାଧ୍ୟକ୍ଷା , ବିଜୁ ଜନତା ଦଳରେ ପଦାଧିକାରୀ ତଥା ବିଜୁ ପ୍ରେମୀ କର୍ମୀ ମାନେ ଯୋଗ ଦେଇଥିଲେ। ରାଜ ନଅର ଠାରୁ ପୌରପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.