ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଜଗନ୍ନାଥ ମନ୍ଦିର ପରିସର ସଫେଇ କାର୍ଯ୍ୟକ୍ରମ

2

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଜଗନ୍ନାଥ ମନ୍ଦିର ପରିସର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସେବା ଯୋଜନାର ସ୍ବେଚ୍ଛାସେବୀ ମାନେ ଏହି ସଫେଇ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ଦିର ପରିସର ପଡିରହିଥିବା ଅଳିଆ, ଆବର୍ଜନା, ଲଟାବୁଦ ସବୁ ସଫା କରିଥିଲେ।
ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ବାଣୀ ପ୍ରସାଦ ନାୟକ ୟୁନିଟ୍ -୧, ଘନୀଷ୍ଟା ପୃଷ୍ଟୀ ୟୁନିଟ ୨, ସଦସ୍ୟ ପ୍ରମୋଦ ରଞ୍ଜନ ପଣ୍ଡା,ଗୋପାଳ କୃଷ୍ଣ ମହନ୍ତ, ଜୟନ୍ତୀ ଡ଼ାଙ୍ଗ ଏବଂ ଡ.ନିର୍ମଳା ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।

 

Leave A Reply

Your email address will not be published.