ଯାଜପୁର: ଯାଜପୁର ଟାଉନ୍ ଗଣେଶ୍ୱରପୁର ରୋଡ୍ ନିକଟରେ ଜଣେ ନାବାଳିକା ସାଇକେଲରେ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇ ଅଚେତ ହୋଇ ରାସ୍ତା କଡରେ ପଡି ରହିଥିଲେ। ଘଟଣା ସମ୍ପର୍କରେ ଜଣେ ବ୍ୟକ୍ତି ୧୧୨ କୁ କଲ୍ କରି ଜଣାଇଥିଲେ। ERSS କର୍ତ୍ତୃପକ୍ଷ ତୁରନ୍ତ ଘଟଣା ସମ୍ପର୍କରେ ସେଠାକାର ଜରୁରୀକାଳୀନ ସହାୟତା ବାହନ ସହ ଯୋଗାଯୋଗ କରିଥିଲେ। ERSS ଟିମ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ।
Sign in
Sign in
Recover your password.
A password will be e-mailed to you.